ଆଜିଠୁ ସେମିକନ୍ ଇଣ୍ଡିଆ -୨୪

ଆଜି ସେମିକନ୍ ଇଣ୍ଡିଆ ୨୦୨୪କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉତ୍ତରପ୍ରଦେଶର ଗ୍ରେଟର ନୋଏଡାରେ ହେବାକୁ ଥିବା ଇଣ୍ଡିଆ ଏକ୍ସପୋ ମାର୍ଟରେ ସେମିକନ୍ ଇଣ୍ଡିଆକୁ ଉଦଘାଟନ କରିବେ । ସେମିକଣ୍ଡକ୍ଟର ଡିଜାଇନ୍, ଉତ୍ପାଦନ ଏବଂ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ଭାରତକୁ ବିଶ୍ୱସ୍ତରୀୟ ହବରେ ପରିଣତ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ରହିଛି।

ଚଳିତ ବର୍ଷର ବିଷୟବସ୍ତୁ ‘ସାପିଂ ଦ ସେମିକଣ୍ଡକ୍ଟର୍ ଫ୍ୟୁଚର୍ ’କୁ ନେଇ ସେପ୍ଟେମ୍ବର ୧୩ ଯାଏ ତିନି ଦିନିଆ ସମ୍ମିଳନୀ ଆୟୋଜିତ ହେବ । ଏଥିରେ ବିଶ୍ୱସ୍ତରୀୟ ସେମିକଣ୍ଡକ୍ଟରର ପ୍ରମୁଖ ନେତୃତ୍ୱ ଯୋଗଦେବା ସହ ବିଶ୍ୱସ୍ତରୀୟ ନେତା, କମ୍ପାନୀ ଏବଂ ସେମିକଣ୍ଡକ୍ଟର ଶିଳ୍ପର ବିଶେଷଜ୍ଞମାନେ ଯୋଗଦେବେ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!