ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କର ମୃତ୍ୟୁ ହେଲେ ଏବେ ମିଳିବ ୬ଲକ୍ଷ ଟଙ୍କା। ପୂର୍ବ ସରକାର ସମୟରେ ୪ଲକ୍ଷ ଟଙ୍କା ମିଳୁଥିବା ବେଳେ ମୋହନ ସରକାର ଏହାକୁ ୬ଲକ୍ଷକୁ ବୃଦ୍ଧି କରିଛନ୍ତି। ସେହିଭଳି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ସହାୟତା ବାବଦରେ ୨ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୩ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।
Related Posts
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛିନ୍ତି। ଏକମାତ୍ର ପ୍ରାର୍ଥୀ ଭାବେ ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବାରୁ ସେ…
ସମ୍ବଲପୁର ବିଶ୍ୱବିଦ୍ୟାଳୟ ଓ ଓଡ଼ିଶା ନଲେଜ କର୍ପୋରେସନ୍ ଲିମିଟେଡ୍ (OKCL) ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା, ଡିଜିଟାଲ୍ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ଐତିହାସିକ ବୁଝାମଣା ପତ୍ର (MoU) ବିନିମୟ
ସମ୍ବଲପୁର | ୩୦ ଜୁଲାଇ ୨୦୨୬ ଉଚ୍ଚଶିକ୍ଷା କ୍ଷେତ୍ରରେ ଡିଜିଟାଲ୍ ରୂପାନ୍ତରଣ, କୃତ୍ରିମ ବୁଦ୍ଧିମତ୍ତା (AI), ଦକ୍ଷତା ବିକାଶ ଏବଂ…
ମାଡ଼ି ଆସୁଅଛି କାଳବୈଶାଖୀ ବର୍ଷା, ରୁହନ୍ତୁ ସାବଧାନ
ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ…

