ପୋର୍ଟବ୍ଲେୟାର ହେଲା ‘ଶ୍ରୀ ବିଜୟପୁରମ୍‌’

ଭାରତ ସରକାର ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ରାଜଧାନୀ ପୋର୍ଟ ବ୍ଲେୟାରର ନାମ ପରିବର୍ତ୍ତନ କରିଛନ୍ତି। ସରକାର ପୋର୍ଟ ବ୍ଲେୟାରର ନାମକୁ ‘ଶ୍ରୀ ବିଜୟପୁରମ୍’ ରେ ପରିବର୍ତ୍ତନ କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଟୁଇଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।

ଗୃହମନ୍ତ୍ରୀ ତାଙ୍କ ଟ୍ୱିଟରେ ଲେଖିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଶକୁ ଦାସତ୍ୱର ସମସ୍ତ ପ୍ରତୀକରୁ ମୁକ୍ତ କରିବା ପାଇଁ ସଂକଳ୍ପବଦ୍ଧ ହୋଇ ଶୁକ୍ରବାର ଗୃହ ମନ୍ତ୍ରଣାଳୟ ପୋର୍ଟ ବ୍ଲେୟାରକୁ ‘ଶ୍ରୀ ବିଜୟପୁରମ୍’ ନାମରେ ନାମିତ କରିବାକୁ ନିଷ୍ପତ୍ତି ନେଇଛି।

Post Views42 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!