ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲ୍ହାନ ଯିବେ।

ସେଠାରେ ଭାଜପାର ପରିବର୍ତ୍ତନ ଯାତ୍ରାରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ। ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଜୋର୍ଦାର ଚର୍ଚ୍ଚା ହେଉଛି। ଝାଡ଼ଖଣ୍ଡ ଭାଜପାର ସହପ୍ରଭାରୀ ତଥା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କୁ ମୋହନ ଗତକାଲି ଭେଟିଥିଲେ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!