ଓଡ଼ିଶାକୁ ଆଉ ଏକ ବଡ଼ ଉପହାର ଦେବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ବଡ଼ ଉପହାର ଦେବାକୁ ଯାଉଛନ୍ତି। ପିଏମ ଜନମନ ଯୋଜନାରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ବୋଲି ସୂଚନା ରହିଛି।

ଦେବଗଡ, ଗଜପତି, ମୋହନା, ରାୟଗଡ଼ା, ବାଲିଗୁଡ଼ା, ମାଲକାନଗିରି, ଗୁଣୁପୁର, ସୁନ୍ଦରଗଡର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଗମନାଗମନ ସୁବିଧା ପାଇଁ ରାସ୍ତା ନିର୍ମାଣ ହେବ। ଏହା ସହିତ ଆଦିବାସୀ ଅଞ୍ଚଳରେ ଅନେକ ଗୁଡିଏ ଲୋକାଭିମୁଖୀ କାର୍ଯ୍ୟର ମଧ୍ୟ ପ୍ରଧାନମମନ୍ତ୍ରୀ ଶିଳାନ୍ୟାସ କରିବେ ।

ଏଥିସହ ୨ ଅକ୍ଟୋବରରେ ଝାଡ଼ଖଣ୍ଡର ହଜାରିବାଗରୁ ଦେଶର ବିଭିନ୍ନ ରାଜ୍ୟକୁ ୮୩ ହଜାର ୩୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!