Mp ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା BJP

ଏମ୍‌ପି ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା। ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ୱ ଦିଆଯାଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ବୈଜୟନ୍ତଙ୍କୁ ଇନଚାର୍ଜ ଭାବେ ନିଯୁକ୍ତି କରିଛି। ସେହିପରି ଏମ୍‌ପି ଅତୁଲ ଗର୍ଗଙ୍କୁ ସହକାରୀ ଇନଚାର୍ଜ ଭାବେ ମଧ୍ୟ ନିଯୁକ୍ତି ମିଳିଛି। ଉଭୟଙ୍କୁ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ନିଯୁକ୍ତି ଦେଇଛନ୍ତି।

ଦିଲ୍ଲୀ ବିଧାନସଭା ନିର୍ବାଚନ ଆଗକୁ ଅଛି। ସେଥିପାଇଁ ଦେଶର ପ୍ରମୁଖ ରାଜନୈତିକ ଦଳମାନେ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଶାସନ କ୍ଷମତାରେ ଥିବା ଆପ ଲଗାତାର ଭାବେ ସଭା ଓ ରୋଡ ଶୋ’ କରୁଥିବା ବେଳେ ଭାଜପା ମଧ୍ୟ ନିଜର ରଣନୀତି ପ୍ରସ୍ତୁତି କରିଦେଇଛି।

Post Views12 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!