ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମୁମ୍ବାଇରେ ରୋଡ୍ ଶୋ

ମୁମ୍ବାଇ ଇନଭେଷ୍ଟର୍ସ ମିଟର ଦ୍ୱିତୀୟ ଦିନରେ ଆଜି ବିଭିନ୍ନ ଶିଳ୍ପପତିଙ୍କ ସିଇଓଙ୍କୁ ଭେଟିବା ସହ ସେମାନଙ୍କ ସହ ମିଶି ରୋଡ୍ ଶୋ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ରୋଡ ଶୋରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ସଂପଦ ସ୍ୱାଇଁ ଓ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସାମିଲ ହେବେ। ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ଲକ୍ଷ୍ୟରେ ଦିଲ୍ଲୀ ପରେ ମୁମ୍ବାଇରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।

ଏଥିରେ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର। ଆଜି ପ୍ରାୟ ୩ ଶହରୁ ଅଧିକ ନିବେଶକଙ୍କ ସହ ରାଜ୍ୟ ସରକାର ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି ।

 

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!