‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ ନିଷ୍ପତ୍ତି

ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି। ଏଥିରେ ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ ନିଷ୍ପତ୍ତି ହୋଇଛି।

ଏହି ଯୋଜନାରୁ ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ପାଇଁ ନିଷ୍ପତ୍ତି ନିଆଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ୧ କୋଟି ୨ ଲକ୍ଷ ଆବେଦନ ଆସିଥିବାବେଳେ ୬୦ ଲକ୍ଷ ଆବେଦନକାରୀ ଟଙ୍କା ପାଇ ସାରିଛନ୍ତି।

Post Views75 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!