ଦୀପାବଳିର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ‌ପୋଷ୍ଟ କରିଛନ୍ତି ଯେ, ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ।

ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀ ମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ । ଏହି ଅବସରରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର ହୋଇ ଜ୍ଞାନର ଅଭ୍ୟୁଦୟ ହେଉ ଏତିକି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୋର ପ୍ରାର୍ଥନା । ଦୀପାବଳି ଅବସରରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର ହୋଇ ଜ୍ଞାନର ଅଭ୍ୟୁଦୟ ହେଉ ଏତିକି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୋର ପ୍ରାର୍ଥନା ।
ଏହା ସହିତ ମୁଖ୍ୟମନ୍ତ୍ରୀ ଅକ୍ଟୋବର ୩୧ ଲୌହମାନବ, ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!