ରାଜଧାନୀ ଭୁବନେଶ୍ବରରେ ମୃଦୁ ଭୂମିକମ୍ପ !

ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବରରେ ମୃଦୁ ଭୂମିକମ୍ପ । ସକାଳ ୭ଟା ୧୭ ମିନିଟରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳରେ ଝଟ୍‌କା ଅନୁଭୂତ ହୋଇଛି । ବିଶେଷ କରି ପୁରୁଣା ଭୁବନେଶ୍ବରରେ ଅନୁଭୂତ । ଖୁବ୍ କମ ସମୟ ପାଇଁ ଝଟକା ଅନୁଭୂତ ହୋଇଛି।

ତେବେ ଝଟ୍‌କା ଅନୁଭୂତ କରିବାପରେ ଲୋକେ ଭୟଭିତ ହେବା ସହ କିଛି ଲୋକ ଘରୁ ବାହାରକୁ ବାହାରି ଆସିଥିଲେ। ତେବେ ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ମିଳିନି ।

Post Views37 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!