ଖୋର୍ଦ୍ଧା ସାରୁଅ ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ

ଖୋର୍ଦ୍ଧା ସାରୁଅ ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ । ଏକ ଘରୋଇ ଟିଭି ଚ୍ୟାନେଲର ଷ୍ଟୁଡିଓରେ ନିଆଁ ଲାଗିଛି । ଭୋର ସମୟରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।

ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତି ପୋଡି ପାଉଁଶ ହୋଇଯାଇଛି । ନିଆଁ ଲିଭାଇବା ପାଇଁ ଖୋର୍ଦ୍ଧା ବେଗୁନିଆର ଦମକଳ ବାହିନୀ ନିୟୋଜିତ ହୋଇଛି ।

Post Views6 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!