ଖସିଲା ସୁନା ଦର, ଦୋକାନରେ ଲାଗିଲା ଭିଡ଼

ଯଦି ସୁନା କିଣିବାକୁ ଯାଉଛନ୍ତି ତାହେଲେ ଗ୍ରାହକଙ୍କ ପାଇଁ ଖୁସି ଖବର । କମିଲା ସୁନା ଦର । ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ମୂଲ୍ୟ ରହିଛି ୭୨ ହଜାର ଟଙ୍କା ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩, ହଜାର ୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୦ ହଜାର ୩୫୦ ଟଙ୍କା ରହିଥିଲା ।

ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୩,୬୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୦,୩୫୦ ଟଙ୍କା ରହିଥିଲା ।

Post Views32 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!