ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅତିରିକ୍ତ ୧୨ଦିନ ଛୁଟି

ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି । ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ଯାଏଁ ଛୁଟି ନେଇପାରିବେ । ଗୋଟିଏ ମାସର ଦିନଟିଏ ଛୁଟି ଉକ୍ତ ମାସରେ ହିଁ ନେବାକୁ ପଡ଼ିବ । ଅଣ-ଉପଲବ୍ଧ ଛୁଟି ପରବର୍ତ୍ତୀ ମାସକୁ ଯାଇପାରିବ ନାହିଁ ବୋଲି ବିଜ୍ଞପ୍ତିରେ କୁହାଯାଇଛି ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!