ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର

ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର। ରାତି ୩ଟାରେ ପହଡ଼ ଖୋଲାଯାଇ ସମସ୍ତ ନୀତିକାନ୍ତି ସରିବା ପରେ ସାଧାରଣ ଦର୍ଶନ ପାଇଁ ଦ୍ଵାରଫିଟା ଯାଇଥିଲା।

ପୀଠରେ ଶୃଙ୍ଖଳିତ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧିକ୍ଷଣରେ ଲାଗି ହେବ ବାବା ଧବଳେଶ୍ବରଙ୍କର ଅତିପ୍ରିୟ ଭୋଗ ଗଜଭୋଗ ଓ ତରଣ। ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

Post Views11 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!