ଆଧାର କାର୍ଡ ବ୍ୟାଙ୍କ ଆକାଉଣ୍ଟ ସହ ଲିଙ୍କ୍ ହୋଇ ନଥିବାରୁ ମିଳିନି ଟଙ୍କା

ପ୍ରାୟ ୫ ଲକ୍ଷ ହିତାଧିକାରୀଙ୍କ ଆଧାର କାର୍ଡ ବ୍ୟାଙ୍କ ଆକାଉଣ୍ଟ ସହ ଲିଙ୍କ୍ ହୋଇ ନଥିବାରୁ ସେମାନଙ୍କ ରେଜିଷ୍ଟ୍ରେସନ୍ ରଦ୍ଦ ହୋଇଛି । ଅନେକଙ୍କ ଏକାଧିକ ବ୍ୟାଙ୍କ ଆକାଉଣ୍ଟ ଆଉ ଏକାଧିକ ନମ୍ବର ରହିଛି । ଗୋଟିଏ ଆକାଉଣ୍ଟ ସହ  ।

ସେହି ନମ୍ବର ଯେପରି ଆଧାର କାର୍ଡ ସହ ସଂଯୋଗ ଥିବ, ତାହାଲେ ସୁଭଦ୍ରା ଟଙ୍କା ଯୋଗାଇବାରେ ସୁବିଧା ହେବ । ୨ ହକ୍ଷ ୬୭ ହଜାର ରଦ୍ଦ ତାଲିକାକୁ ଯାଞ୍ଚ ପାଇଁ ବ୍ଲକ୍‌ ଅଫିସ୍‌କୁ ପଠାଯାଇଛି ।

ସେମାନଙ୍କ ତଥ୍ୟକୁ ନେଇ ସତ୍ୟାସତ୍ୟ ପରଖିବେ ଅଙ୍ଗନୱାଡ଼ି କର୍ମୀ । ଯେଉଁମାନେ ଯୋଗ୍ୟ ହିତାଧିକାରୀ ସେମାନଙ୍କୁ ସୁନିଶ୍ଚିତ ସୁଭଦ୍ରା ଟଙ୍କା ଯୋଗାଇ ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା ।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!