ଏଣିକି ୭ ବର୍ଷ ପରେ ଜଣେ ଏସ୍‌ଆଇ ହୋଇପାରିବେ ଇନ୍ସପେକ୍ଟର

ସବଇନ୍ସପେକ୍ଟରଙ୍କ ପଦୋନ୍ନତି ନିୟମ ହେଲା କୋହଳ ।  ଏଣିକି ୭ ବର୍ଷ ପରେ ଜଣେ ଏସ୍‌ଆଇ ହୋଇପାରିବେ ଇନ୍ସପେକ୍ଟର। ପଦୋନ୍ନତିକୁ ୧୦ ବର୍ଷରୁ ୭ ବର୍ଷକୁ ଖସାଇଲେ ରାଜ୍ୟ ସରକାର। ପୂର୍ବରୁ ୧୦ ବର୍ଷ ପରେ ଜଣେ ଏସ୍‌ଆଇ ଇନ୍ସପେକ୍ଟର ହେଉଥିଲେ। ଏବେ ୭ ବର୍ଷ ପରେ ପଦୋନ୍ନତି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!