ଫେବୃୟାରୀ ୨୧ରୁ ମାଟ୍ରିକ ପରୀକ୍ଷା ଆରମ୍ଭ

ଫେବୃୟାରୀ ୨୧ ମାଟ୍ରିକ ପରୀକ୍ଷା । ୨୧ ଫେଵୃଆରୀରୁ ୬ ମାର୍ଚ୍ଚ ଯାଏ ମାଟ୍ରିକ ପରୀକ୍ଷା ଚାଲିବ । ମାଟ୍ରିକ ପରୀକ୍ଷା କାର୍ଯ୍ୟସୂଚୀ ମାଧ୍ୟମିକ ଶିକ୍ଷା ପରିଷଦ ଜାରି କରିଛି । ରେଗୁରାଲ ଓ ଏକ୍ସ ରେଗୁରାଲ ପରୀକ୍ଷାର୍ଥୀଙ୍କ ପାଇଁ ଗୋଟିଏ ସିଟିଂ ଓ ସମାନ ପ୍ରଶ୍ନ ପତ୍ର ପ୍ରସ୍ତୁତ କରାଯିବ।

ପରୀକ୍ଷା ପ୍ରତ୍ୟେକ ଦିନ ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇ ୧୧ଟା୩୦ରେ ଶେଷ ହେବ। କେବଳ ଗଣିତ ପରୀକ୍ଷା ୧୧ଟା ୪୫ରେ ଶେଷ କରାଯିବ। ୨୧ତାରିଖରେ ପ୍ରଥମ ଭାଷା ପରୀକ୍ଷା, ୨୪ରେ ଇଂରାଜୀ, ୨୭ରେ ଗଣିତ, ମାର୍ଚ୍ଚ ୧ରେ ବିଜ୍ଞାନ ଓ ମାର୍ଚ୍ଚ ୩ ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!