କାମାକ୍ଷାନଗର ଉପଜିଲ୍ଲାପାଳଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ଢେଙ୍କାନାଳ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ସରକାରୀ ବାସ ଭବନ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଉପଜିଲ୍ଲାପାଳଙ୍କ ଘରେ ରେଡ୍ ହୋଇଥିବା ସୂଚନା ।

କାମାକ୍ଷାନଗର ଉପଜିଲ୍ଲାପାଳଙ୍କ ଅଫିସ୍ ସମେତ ସରକାରୀ ବାସଭବନ ସହ ଏକକାଳୀନ ମୋଟ୍ ୧୦ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଥିବା ବେଳେ ଭଦ୍ରକ ବାସୁଦେବପୁର ପୈତୃକ ଘରେ ମଧ୍ୟ ଭିଜିଲାସ୍ ଚଢ଼ାଉ କରିଛି ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!