ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଅଆଯାଇଛି । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ ।
ତେବେ ସୋମବାର ସକାଳୁ ସକାଳୁ କ୍ରାଇମବ୍ରାଞ୍ଚ ଟିମ୍ ଯାଜପୁର ଟାଉନ ଥାନାରେ ପହଞ୍ଚି ତଦନ୍ତ ଅଆରମ୍ଭ କରିଛନ୍ତି। କ୍ରାଇମ୍ବ୍ରାଞ୍ଚର ତନାଘନା ଆରମ୍ଭ କରିଛନ୍ତି। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ହେବ।
କ୍ରାଇମ୍ବ୍ରାଞ୍ଚ ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି। କ୍ରାଇମବ୍ରାଞ୍ଚ ୩ଟି ଏତଲା ଉପରେ ତଦନ୍ତ କରିବ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ମଧ୍ୟ ତଦନ୍ତ କରାଯିବ।

