ଓଡ଼ିଶାରେ ଆୟୋଜିତ ହେଉଛି ଡ଼ିଜି-ଆଇଜି ସମ୍ମିଳନୀ । ଆଉ ଏହାରି ଭିତରେ ଖଲିସ୍ଥାନୀ ଆତଙ୍କୀ ପନ୍ନୁର ଏକ ଅଡିଓ ସାମ୍ନାକୁ ଆସିଛି ।

ଯେଉଁଥିରେ ସେ ବିଜୁ ପଟ୍ଟନାୟକ ବିମାନ ବନ୍ଦର ଉପରେ ଆକ୍ରମଣ କରିବା ନେଇ କହିବା ସହ, ଲୋକସେବା ଭବନ ଉପରେ ଯେଉଁ ବ୍ୟକ୍ତି ଖଲିସ୍ତାନୀ ପତାକା ଉଡାଇବ ତାକୁ 25 ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଛି ।

ଏଥିସହ 1 ତାରିଖ ଦିନ ଡିଜିପି ସମ୍ମିଳନୀରେ ଆକ୍ରମଣ ଧମକ ଦେଇଛି ପନ୍ନୁ । ତେବେ ଏହି ଅଡିଓ ସାମ୍ନାକୁ ଆସିବା ପରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସୁରକ୍ଷା ଅନୁଧ୍ୟାନ ପାଇଁ ଅତିରିକ୍ତ ଫୋର୍ସ ମୁତୟନ ହେଇଛନ୍ତି ।

Post Views6 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!