୭୦ ହଜାର ଟଙ୍କା ଦେଲେ ମିଳୁଥିଲା ଡାକ୍ତରୀ ସାର୍ଟିଫିକେଟ୍ । ଗୁଜରାଟର ସୁରଟରୁ ଅପରେଟ କରୁଥିଲା ଏହି ଗ୍ୟାଙ୍ଗ୍ । ପ୍ରାୟ ୧୨୦୦ ନକଲି ସାର୍ଟିଫିକେଟ୍ ଇସ୍ୟୁ ହୋଇଥିବା ଏକ ଡାଟାବେସ୍ ପୋଲିସ୍ ହାତରେ ଲାଗିଛି ।

ମୋଟାମୋଟି ଭାବେ କହିବାକୁ ଗଲେ ୭୦ ହଜାର ଟଙ୍କା ଦେଲେ ମିଳୁଥିଲା ସାର୍ଟିଫିକେଟ୍ । ଗୁଜରାଟର ସୁରଟରୁ ଅପରେଟ କରୁଥିଲା ଏହି ଗ୍ୟାଙ୍ଗ୍ । ପ୍ରାୟ ୧୨୦୦ ନକଲି ସାର୍ଟିଫିକେଟ୍ ଇସ୍ୟୁ ହୋଇଥିବା ଏକ ଡାଟାବେସ୍ ପୋଲିସ୍ ହାତରେ ଲାଗିଛି ।

ଅଭିଯୁକ୍ତମାନେ ‘ବୋର୍ଡ ଅଫ୍ ଇଲେକ୍ଟ୍ରୋ ହୋମିଓପ୍ୟାଥି ମେଡିସିନ୍ (BEHM) ଗୁଜରାଟ’ ନାମରେ ଏହି ନକଲି ଡିଗ୍ରୀ ଇସ୍ୟୁ କରୁଥିଲେ । ଅଭିଯୁକ୍ତମାନଙ୍କ ନିକଟରୁ ଶତାଧିକ ଦରଖାସ୍ତ, ସାର୍ଟିଫିକେଟ ଓ ଷ୍ଟାମ୍ପ ଜବତ ହୋଇଛି ।

Post Views32 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!