ଆଜି ଚାଷୀ ପାଇବେ ୮ ଶହ ଟଙ୍କାର ଇନପୁଟ୍ ସବସିଡି

ଚାଷୀ ପାଇବେ ୮ ଶହ ଟଙ୍କାର ଇନପୁଟ୍ ସବସିଡି। ଆଜି ଚାଷୀଙ୍କୁ ଧାନର ଇନପୁଟ ସହାୟତା ରାଶି ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବରଗଡ଼ ସୋହେଲାର ଇଚ୍ଛାପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୮ଶହ ଟଙ୍କାର ଇନପୁଟ୍ ସବସିଡି ବଣ୍ଟନ କରିବେ।

୨୦୨୪ ସାଧାରଣ ନିର୍ବାଚନରେ ଧାନ MSP ୩୧ ଶହ ଟଙ୍କା ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କ୍ଷମତାକୁ ଆସିବା ପରେ ବିଜେପି ସରକାର ମଧ୍ୟ ୨୩ ସହ MSP ସହ ୮ ଶହ ଟଙ୍କା ଇନପୁଟ ସବସିଡି ଘୋଷଣା କରିଥିଲେ। ଏବେ ଧାନ ବିକ୍ରି ପରେ ୨୩ଶହ ଟଙ୍କା MSP ଚାଷୀ ପାଉଥିବା ବେଳେ ଆଜିଠୁ ଚାଷୀ ଇନପୁଟ୍ ସବସିଡି ବାବଦକୁ ପାଇବେ ୮ ଶହ ଟଙ୍କା।

Post Views9 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!