ଜାଣନ୍ତୁ କାହିଁକି ଗିରଫ ହେଲେ ଏହି ତିନି ଅଭିଯୁକ୍ତ

ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସମୟରେ ଯୁବତୀଙ୍କୁ ଦୁଷ୍କର୍ମ ମାମଲାରେ ତିନି ଅଭିଯୁକ୍ତ ଗିରଫ । ଘଟଣାର ମୁଖ୍ୟ ଅଭିଯୁକ୍ତ ଏବେ ବି ଫେରାର ଅଛି । ବରଗଡ଼ କୁର୍ଲା ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ଉଦ୍ଧାର କରାଯାଇଥିଲା ।

ଗିରଫ ପରେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି । ମୁଖ୍ୟ ଅଭିଯୁକ୍ତକୁ ଫେରାର କରିବାରେ ଓ ପ୍ରମାଣ ନଷ୍ଟ କରିବାରେ ଏମାନେ ସହଯୋଗ କରିଥିବା ପୋଲିସ କହିଛି ।

ଗିରଫ ଅଭିଯୁକ୍ତମାନେ ହେଲେ ସର୍ଜନ ଡନସନା, ପ୍ରହଲ୍ଲାଦ ଦାସ ଏବଂ ଜୟକୃଷ୍ଣ ଡନସନା । ସର୍ଜନ ଏବଂ ପ୍ରହଲ୍ଲାଦ ବିଜେପୁର ବ୍ଲକ ପୁଟକା ଗାଁର ହୋଇଥିବା ବେଳେ, ଜୟକୃଷ୍ଣ ଜଗଦଳପୁର ଡୁମାଭଟା ଗାଁର

Post Views12 Total Count

Apply Now


This will close in 0 seconds

error: Content is protected !!