ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଫାଲଗୁନ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଅନୁଷ୍ଠିତ ହେବ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ।

ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Post Views15 Total Count

Apply Now


This will close in 0 seconds

error: Content is protected !!