ଆଉ ନାହାନ୍ତି ଓଡ଼ିଆ ସିନେ ଜଗତର ସବୁଠାରୁ ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତି

ଆଉ ନାହାନ୍ତି ଓଡ଼ିଆ ସିନେ ଜଗତର ସବୁଠାରୁ ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତି। ମାତ୍ର ୬୭ ବୟସରେ ଚିରନିଦ୍ରାରେ ଶୋଇ ଯାଇଛନ୍ତି ଏହି ଏଭରଗ୍ରୀନ ଷ୍ଟାର। ଦିଲ୍ଲୀ ଗୁରୁଗାଓଁର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି।

ତାଙ୍କ ପରଲୋକରେ ସାରା ଓଡ଼ିଶାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଗତ ୬ ତାରିଖରେ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବରର କିମ୍‌ସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଉନ୍ନତ ଚିକିତ୍ସା ପାଇଁ ୮ ତାରିଖରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ଲିଭର ସିରୋସିସ୍‌ ସହ ନିମୋନିଆର ଚିକିତ୍ସା ଚାଲିଥିଲା । ଆଉ ଶେଷରେ ଜୀବନ ସହ ସଂଘର୍ଷ କରି କରି ଜୀବନ ହାରି ଦେଲେ

Post Views3 Total Count

Apply Now


This will close in 0 seconds

error: Content is protected !!