ପୁରୀ ଜିଲ୍ଲାରେ ଲାଗୁହେଲା ଧାରା-୩୦

ପୁରୀରେ ପୋଲିସ ଆଇନ-୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର। ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି। ଏହା ଫେବୃଆରୀ ୨୬ ତାରିଖ ଠାରୁ ମେ ମାସ ୨୬ ତାରିଖ ୯୦ ଦିନ ପର୍ଯ୍ୟନ୍ତ ଲାଗୁ କରାଯାଇଛି।

ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲିଟି, ପିପିଲି, କୋଣାର୍କ ଓ ନିମାପଡା ଏନଏସି ଅଞ୍ଚଳରେ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାରକୁ ବେଆଇନ ଘୋଷଣା କରାଯାଇଛି ବୋଲି ପୁରୀ ଏସପି ବିନୀତ ଅଗ୍ରଓ୍ୱାଲ ସୂଚନା ଦେଇଛନ୍ତି।

Post Views51 Total Count

Apply Now


This will close in 0 seconds

error: Content is protected !!