ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ

ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ। ନବୀନ ପଟ୍ଟନାୟକଙ୍କ ସରକାରରେ ଗୁରୁତ୍ବପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଦାୟିତ୍ବ ତୁଲାଇଥିବା ତଥା ଚାରି ଚାରି ଥର ବିଧାୟକ ହୋଇଥିବା ବରିଷ୍ଠ ବିଜେଡି ନେତା ଅନନ୍ତ ଦାସଙ୍କ ପରଲୋକ ଘଟିଛି ।

ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ପରଲୋକ। ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ।

ଅନନ୍ତ ଭୋଗରାଇ ର୍ନିବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ଥିଲେ। ସେହିପରି ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ ଅନନ୍ତ।

୮୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ।

Post Views7 Total Count

Apply Now


This will close in 0 seconds

error: Content is protected !!