ବିବାହ ବନ୍ଧନରେ ବାନ୍ଧିହେଲେ ଅନୁଭବ ଏବଂ ଜାଗ୍ରତି

ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ଦ୍ଵିତୀୟ ଥର ପାଇଁ ବିବାହ କରିଛନ୍ତି ଓଲିଉଡ ଷ୍ଟାର ଅନୁଭବ ମହାନ୍ତି । ସିନେ ଅଭିନେତା ତଥା ପୂର୍ବତନ ସାଂସଦ ଅନୁଭବ ମହାନ୍ତିଙ୍କ ସହିତ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ପରେ ଅନୁଭବଙ୍କ ପରବର୍ତ୍ତୀ ପଦକ୍ଷେପକୁ ନେଇ ଚର୍ଚ୍ଚା ଲାଗି ରହିଥିଲା ।

ତେବେ ସେ ଆଜି ବାନ୍ଧବୀ ଜାଗ୍ରତି ଶୁକ୍ଲାଙ୍କ ସହ ଦିଲ୍ଲୀରେ ବିବାହ କରିଛନ୍ତି ।

Post Views4 Total Count

Apply Now


This will close in 0 seconds

error: Content is protected !!