କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତୃ ବିୟୋଗ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତୃ ବିୟୋଗ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ। ୮୪ ବର୍ଷ ବୟସରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ବାଜପେୟୀ ସରକାରରେ କେନ୍ଦ୍ରମନ୍ତ୍ରୀ ଥିଲେ ଦେବେନ୍ଦ୍ର।

 

Post Views33 Total Count

Apply Now


This will close in 0 seconds

error: Content is protected !!