ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା

ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା। ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ରାଜ୍ୟରେ ଏଯାବତ ୯୬ ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫ କୋଟି ୯୬ ଲକ୍ଷ ଫେରସ୍ତ କରାଯାଇଛି।ନୂଆ ସରକାର ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରୁଛନ୍ତି।

ଚିଟପଣ୍ଡ୍ ଟଙ୍କା ଫେରସ୍ତ ନେଇ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ ଚାଲିଛି। ଅବଶିଷ୍ଟ ଜମାକାରୀଙ୍କୁ ଫେରସ୍ତ ପାଇଁ ତ୍ବରିତ ପଦକ୍ଷେପ ନିଆଯାଉଛି।

Post Views50 Total Count

Apply Now


This will close in 0 seconds

error: Content is protected !!