ଗୃହ ମଧ୍ୟରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ ବିଧାୟକ ନିଲମ୍ବିତ

ବିଧାନସଭା ଅଧିବେଶନ ଜାରି ରହିଥିବା ବେଳେ ମଙ୍ଗଳବାର କଂଗ୍ରେସର ୧୨ ଜଣ ବିଧାୟକଙ୍କୁ ନିଲମ୍ବିତ କରାଯାଇଛି। ଗୃହ ମଧ୍ୟରେ ବିଶୃଙ୍ଖଳିତ ଆଚରଣ ପାଇଁ ବାଚସ୍ପତି ସମସ୍ତଙ୍କୁ ନିଲମ୍ବିତ କରିଛନ୍ତି। ଚଳିତ ବିଧାନସଭାରେ କଂଗ୍ରେସର ସମୁଦାୟ ୧୪ ଜଣ ବିଧାୟକ ରହିଛନ୍ତି। ଏହା ମଧ୍ୟରୁ ୧୨ ଜଣଙ୍କୁ ୭ କାର୍ଯ୍ୟ ଦିବସ ପାଇଁ ନିଲମ୍ବନ କରିଛନ୍ତି ବାଚସ୍ପତି ସୁରମା ପାଢୀ।

ଚଳିତ ବିଧାନସଭାରେ କଂଗ୍ରେସର ସମୁଦାୟ ୧୪ ଜଣ ବିଧାୟକ ରହିଛନ୍ତି। ଏହା ମଧ୍ୟରୁ ୧୨ ଜଣଙ୍କୁ ୭ କାର୍ଯ୍ୟ ଦିବସ ପାଇଁ ନିଲମ୍ବନ କରିଛନ୍ତି ବାଚସ୍ପତି ସୁରମା ପାଢୀ। ରାମଚନ୍ଦ୍ର କାଡାମ, ସିଏସ ରାଜନ ଏକ୍କା, ଦାଶରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, ପ୍ରଫୁଲ୍ଲ ପ୍ରଧାନ, ମଙ୍ଗୁ ଖିଲ, ପବିତ୍ର ସାଉନ୍ତା, କାଡ୍ରାକା ଆପଲାସ୍ବାମୀ, ନୀଳ ମାଧବ ହିକକା ଓ ସୋଫିଆ ଫିରଦୋସଙ୍କୁ ନିଲମ୍ବନ କରାଯାଇଛି।

 

Post Views16 Total Count

Apply Now


This will close in 0 seconds

error: Content is protected !!