ଓଡ଼ିଶାରେ ରହିବ କି ନାହିଁ ସେନେଇ ପୂର୍ବାନୁମାନ କରିନି ପାଣିପାଗ ବିଭାଗ

ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ବଙ୍ଗୋପସାଗର ମଧ୍ୟ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତକାଲି ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତି କରିବା ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବ ଓଡ଼ିଶାରେ ରହିବ କି ନାହିଁ ସେନେଇ ପୂର୍ବାନୁମାନ କରିନି ପାଣିପାଗ ବିଭାଗ ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତି କରିବା ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବ ଓଡ଼ିଶାରେ ରହିବ କି ନାହିଁ ସେନେଇ ପୂର୍ବାନୁମାନ କରିନି ପାଣିପାଗ ବିଭାଗ ।

Post Views5 Total Count

Apply Now


This will close in 0 seconds

error: Content is protected !!