ଏପ୍ରିଲ ୨୪ରେ ମିଳିବ ୨ଟା କିସ୍ତି

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଅପଡେଟ୍। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀ ଠାରେ ସୁଭଦ୍ରା ଟଙ୍କା ବାଣ୍ଟିବେ ସରକାର। ଏକାଥରେ ଦୁଇଟି କିସ୍ତି ବାବଦକୁ ୧୦ ହଜାର ପାଇବେ ୧ ଲକ୍ଷ ୭୦ ହାଜର ମହିଳା। ମାର୍ଚ୍ଚ ୩୧ ଯାଏଁ ଆବେଦନ କରିଥିବା ମହିଳାଙ୍କୁ ମିଳିବ ଟଙ୍କା। ଷଷ୍ଠ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ବାଣ୍ଟିବେ ସରକାର।

ସୂଚନା ଅନୁସାରେ, ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ଏପ୍ରିଲ ୨୪ରେ ଟଙ୍କା ଦିଆଯିବ ବୋଲି ପ୍ରଭାତୀ ପରିଡା କହିଛନ୍ତି। ଯେଉଁମାନେ ଯୋଗ୍ୟ, ସେମାନେ ପାଇବେ ବୋଲି ସ୍ପଷ୍ଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ।

 

Post Views2 Total Count

Apply Now


This will close in 0 seconds

error: Content is protected !!