ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁଦର୍ଶନ

ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କୁହାଯିବା ପ୍ରସଙ୍ଗକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି।

ଚିଠିରେ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣ କରାଯିବା ପ୍ରସଙ୍ଗକୁ ନିନ୍ଦା କରିଛନ୍ତି।

ଘଟଣାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏପରି କି ଦୀଘାକୁ ଜଗନ୍ନାଥ ଧାମ କହିବା ଧାର୍ମିକ ଭାବନାକୁ ଆଘାତ ଦେଉଥିବା ସୁଦର୍ଶନ ଚିଠିରେ ଉଲ୍ଲେଖ କରିଛନ୍ତି।

Post Views36 Total Count

Apply Now


This will close in 0 seconds

error: Content is protected !!