ଆତଙ୍କବାଦୀ ଆଝାର ମାସୁଦ ପରିବାରର ୧୪ ମୃତ

ପାକିସ୍ତାନର ବାହାୱଲପୁରରେ ଭାରତୀୟ ସଶସ୍ତ୍ର ବାହିନୀ ଦ୍ୱାରା କରାଯାଇଥିବା ଆକ୍ରମଣରେ ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ ମୁଖ୍ୟ ମାସୁଦ ଆଝାରଙ୍କ ପରିବାରର ୧୪ ଜଣ ସଦସ୍ୟ ନିହତ ହୋଇଥିବା ସୂଚନା ମିଳିଛି। ଏପ୍ରିଲ ୨୨ ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ପାକିସ୍ତାନ ଏବଂ ପାକ୍ ଅଧିକୃତ କଶ୍ମୀର (ପିଓକେ)ରେ ଆତଙ୍କବାଦୀ ଲଞ୍ଚପ୍ୟାଡକୁ ଟାର୍ଗେଟ କରି ଭାରତ ପକ୍ଷରୁ ଅପରେସନ୍ ସିନ୍ଦୂର ଆରମ୍ଭ କରାଯାଇଥିଲା।

Post Views73 Total Count

Apply Now


This will close in 0 seconds

error: Content is protected !!