ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ

ଆଜି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଓଡ଼ିଶାରେ ଚଳିତ ବର୍ଷ ବି ପୁଅଙ୍କୁ ପଛରେ ପକାଇ ଅଧିକ ସଂଖ୍ୟକ ଝିଅ ଦଶମ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଓଡ଼ିଶାରେ ମୋଟ୍ ୧ ଲକ୍ଷ ୩୦ ହଜାର ୧୬୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ମୋଟ୍ ପାସ୍ ହାର ରହିଛି ୯୨.୬୪ ପ୍ରତିଶତ। ଏମାନଙ୍କ ମଧ୍ୟରୁ ଛାତ୍ରଙ୍କ ପାସ୍ ହାର ରହିଛି ୯୧.୬୩ ପ୍ରତିଶତ। ଏମାନଙ୍କ ସଂଖ୍ୟା ହେଲା ୬୯ ହଜାର ୮୬୯। ଏଣେ ଓଡ଼ିଶାର ୬୦,୮୬୯ ଜଣ ଛାତ୍ରୀ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଙ୍କ ହାର ହେଲା ୯୩.୮୩ ପ୍ରତିଶତ।

ସିବିଏସଇ ଦଶମ ପରୀକ୍ଷା ଫଳ ୨୦୨୫ ରୋଲ ନମ୍ବର ଦ୍ୱାରା ଅନଲାଇନରେ ଯାଞ୍ଚ କରାଯାଇପାରିବ । ସିବିଏସଇ ଅଫିସିଆଲ ୱେବସାଇଟରେ cbse.gov.in ଏବଂ cbseresults.nic.in ବ୍ୟତୀତ ଏହି ଲାଇଭ୍ ନ୍ୟୁଜରେ ପ୍ରତ୍ୟେକ ବିବରଣୀ ଯାଞ୍ଚ କରିହେବ ।କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଓଡ଼ିଶାରେ ଚଳିତ ବର୍ଷ ବି ପୁଅଙ୍କୁ ପଛରେ ପକାଇ ଅଧିକ ସଂଖ୍ୟକ ଝିଅ ଦଶମ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଓଡ଼ିଶାରେ ମୋଟ୍ ୧ ଲକ୍ଷ ୩୦ ହଜାର ୧୬୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ମୋଟ୍ ପାସ୍ ହାର ରହିଛି ୯୨.୬୪ ପ୍ରତିଶତ। ଏମାନଙ୍କ ମଧ୍ୟରୁ ଛାତ୍ରଙ୍କ ପାସ୍ ହାର ରହିଛି ୯୧.୬୩ ପ୍ରତିଶତ। ଏମାନଙ୍କ ସଂଖ୍ୟା ହେଲା ୬୯ ହଜାର ୮୬୯। ଏଣେ ଓଡ଼ିଶାର ୬୦,୮୬୯ ଜଣ ଛାତ୍ରୀ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଙ୍କ ହାର ହେଲା ୯୩.୮୩ ପ୍ରତିଶତ।ସୂଚନାଯୋଗ୍ୟ, ଚଳିତ ବର୍ଷ ଚଳିତ ବର୍ଷ ସିବିଏସଇ ଦଶମରେ ୧ ଲକ୍ଷ ୪୦ ହଜାର ୫୦୭ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

Post Views29 Total Count

Apply Now


This will close in 0 seconds

error: Content is protected !!