ଭିଜିଲାନ୍ସ ଜାଲରେ ABDO

ଭିଜିଲାନ୍ସ ଜାଲରେ ଧର୍ମଶାଳା ABDO। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳେ ଧର୍ମଶାଳା ABDO ଅସିତ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଅସିତଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ହ୍ଵାଟ୍ସଅପ ଚ୍ୟାନେଲ୍ କୁ ଫଲୋ କରନ୍ତୁଭିଜିଲାନ୍ସ ଜାଲରେ ଧର୍ମଶାଳା ABDO। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳେ ଧର୍ମଶାଳା ABDO ଅସିତ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଅସିତଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

 

Post Views39 Total Count

Apply Now


This will close in 0 seconds

error: Content is protected !!