ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ କ୍ୟାନ୍‌ସର

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ କ୍ୟାନ୍‌ସର । ବାଇଡେନ୍ ପ୍ରୋଷ୍ଟେଟ୍ କ୍ୟାନ୍‌ସରରେ ପୀଡ଼ିତ । ଏନେଇ ତାଙ୍କ ଅଫିସ୍ ପକ୍ଷରୁ ରବିବାର ସୂଚନା ଦିଆଯାଇଛି ।

ମୂତ୍ରାଶୟରେ ଅସୁବିଧା ପରେ ଗତସପ୍ତାହରେ ଡାକ୍ତରମାନେ ତାଙ୍କୁ ଚେକ୍ ଅପ୍ କରିଥିଲେ ।

ଏହାପରେ ବାଇଡେନ୍ ପ୍ରୋଷ୍ଟେଟ୍ କ୍ୟାନ୍‌ସରରେ ପୀଡ଼ିତ ଥିବା ଜଣାପଡ଼ିଛି । ୮୨ ବର୍ଷୀୟ ବାଇଡେନ୍ ଏବେ ଡାକ୍ତରୀ ଦଳଙ୍କ ନୀରିକ୍ଷଣରେ ଅଛନ୍ତି ।

Post Views4 Total Count

Apply Now


This will close in 0 seconds

error: Content is protected !!