ରାଜ୍ୟ ଆସୁଛି ବଡ଼ ଲଘୁଚାପ, 27ରୁ ବର୍ଷା adminMay 22, 2025 ତାତିରୁ ମିଳିବ ତ୍ରାହି । ଆସୁଛି ଲଘୁଚାପ ବର୍ଷା । ଆସନ୍ତା ୨୭ରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । 2 ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଲଘୁଚାପ ପ୍ରଭାବ ପାଇଁ ଆଗାମୀ ସାତ ଦିନ ରାଜ୍ୟରେ ବର୍ଷା ଜାରି ରହିବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର ଜିଲ୍ଲା ଗୁଡିକରେ ଅଧିକ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ଆରବ ସାଗରରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମେ’ ୨୭ରେ ଆସୁଛି ଲଘୁଚାପ ।ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଲଘୁଚାପ ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ ବର୍ଷା ଜାରି ରହିବ।ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡିଶାରେ ବର୍ଷା ଅଧିକ ରହିବ। ୨୭ ତାରିଖ ଅପରାହ୍ନ ଓ ସନ୍ଧ୍ୟାରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୮ ଓ ୨୯ରେ ବିଜୁଳି ଓ ଘଡଘଡି ହେବ। 31 Total Count
ଭୁବନେଶ୍ବର-ଝାରସୁଗୁଡ଼ା ବିମାନ ସେବା ଆରମ୍ଭ ଶନିବାର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର-ଝାରସୁଗୁଡ଼ା ମଧ୍ୟରେ ସିଧାସଳଖ ବିମାନ ସେବାର ଶୁଭାରମ୍ଭ… August 17, 2025
୨୯ ସେପ୍ଟେମ୍ବରରୁ ୨ୟ ପ୍ରୋପ୍ୟାକ୍ ଓଡ଼ିଶା ୨ୟ ପ୍ରୋପ୍ୟାକ୍ ଓଡ଼ିଶା ଓ ଓଡ଼ିଶା ପ୍ଲାଷ୍ଟ-୨୦୨୩ ରାଜ୍ୟର ପ୍ରମୁଖ ଶିଳ୍ପ ସଂଗଠନ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଶିଳ୍ପୋଦ୍ୟୋଗୀ… April 1, 2024
ଖୁବଶୀଘ୍ର ନିଯୁକ୍ତି ପାଇବେ ୫ ହଜାର ଡାକ୍ତର ରାଜ୍ୟରେ IPHS ନିୟମ ଅନୁସାରେ ହଜାରେ ରୋଗୀରେ ଶଯ୍ୟା ସଂଖ୍ୟା ୧ ପ୍ରତିଶତ ରହିବା କଥା । ଯାହାକୁ ହାସଲ… April 1, 2024