ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ ହେଲେ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ କୁଳପତି

ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବରେ ରହିବେ ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ । ଏ ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ପ୍ରଫେସର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି ।

ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ପ୍ରଫେସର ଦଣ୍ଡପାଟ ଦାୟିତ୍ବରେ ରହିବେ । ନୂଆ କୁଳପତିଙ୍କ ନିଯୁକ୍ତି ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

Post Views44 Total Count

Apply Now


This will close in 0 seconds

error: Content is protected !!