ଓଡ଼ିଶା ଛୁଇଁଲା ମୌସୁମୀ

ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ତେବେ ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ ।୧୯୯୯ ମସିହାରେ ମେ’ ୨୮ ତାରିଖରେ ମୌସୁମୀ ଓଡ଼ିଶା ଛୁଇଁଥିଲା । ସେହିଭଳି ୨୦୦୯ ମସିହାରେ ମେ’ ୨୫ ତାରିଖରେ ଓଡ଼ିଶା ଛୁଇଁଥିଲା ମୌସୁମୀ ।

Post Views2 Total Count

Apply Now


This will close in 0 seconds

error: Content is protected !!