ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଜୀବନରୁ ମାରିଦେବାକୁ ଧମକ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି । ଅଭିଯୁକ୍ତ ଜଣକ ପୋଲିସ କଣ୍ଟ୍ରୋଲ ରୁମକୁ କଲ୍ କରି ଜୀବନରୁ ମାରିଦେବାକୁ ଧମକ ଦେଇଛି।

ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ଗାଜିଆବାଦ ପୋଲିସକୁ ପିସିଆର କଲ୍ ଆସିଥିଲା ।

ଏହାପରେ ଗାଜିଆବାଦ ପୋଲିସ ଦିଲ୍ଲୀ ପୋଲିସକୁ ଏହା ବିଷୟରେ ସୂଚନା ଦେଇଥିଲା । ଘଟଣାକୁ ନେଇ ପୋଲିସ ଯାଞ୍ଚ କରିବା ପରେ ଅଭିଯୁକ୍ତ ଫୋନ ସୁଇଚ୍ ଅଫ୍ ବୋଲି ଜଣାପଡିଛି ।

Post Views43 Total Count

Apply Now


This will close in 0 seconds

error: Content is protected !!