RPSC ଅଧ୍ୟକ୍ଷ ହେଲେ ଓଡ଼ିଆ ପୁଅ IPS ଉତ୍କଳ ରଂଜନ ସାହୁ

ଓଡ଼ିଆ ପୁଅ IPS ଉତ୍କଳ ରଂଜନ ସାହୁ RPSC ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି। ଉତ୍କଳ ରଂଜନ ରାଜସ୍ଥାନର ଡିଜିପି ଭାବେ କାର୍ଯ୍ୟ କରୁଥିଲେ।

ନୂଆ ଦାୟିତ୍ୱ ନେଇ ରାଜସ୍ଥାନ ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ଆସନ୍ତା ବର୍ଷ ଜୁନ ପର୍ଯ୍ୟନ୍ତ RPSC ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବେ।

PS ଉତ୍କଳ ରଂଜନ ସାହୁ ହେଉଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦାର।

Post Views16 Total Count

Apply Now


This will close in 0 seconds

error: Content is protected !!