ଏଆର ଇଣ୍ଡିଆ ବିମାନ ଦୁର୍ଘଟଣା ପରେ ଭାଙ୍ଗିଲା ନିଦ

ଭୁବନେଶ୍ବର ବିମାନବନ୍ଦରରେ ଟେକ୍‌ ଅଫ୍‌ ଓ ଲ୍ୟାଣ୍ଡିଂରେ ରହିଛି ପ୍ରତିବନ୍ଧକ । ସୂଚନା ଦେଲେ ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ । ବିମାନ ଟେକ୍‌ ଅଫ୍‌ ପଥରେ ବଡ଼ ବଡ଼ ଗଛ ରହିଛି । ରନ୍‌ୱେର ନିର୍ଦ୍ଦିଷ୍ଟ ଦୂରତାରେ ବେଆଇନ ଉଚ୍ଚ ଅଟ୍ଟାଳିକା ଗଢ଼ି ଉଠିଛି ।

ଗତ ମାସରେ AEMC ବୈଠକରେ BMCକମିଶନରଙ୍କୁ କୁହାଯାଇଛି ।ଆଶା କରୁଛୁ ବେଆଇନ ଗଛ କାଟିବା ସହ ଉଚ୍ଚ ଅଟ୍ଟାଳିକା ଉଚ୍ଛେଦ କରିବେ ବୋଲି କହିଛନ୍ତି ବିମାନବନ୍ଦର ନିର୍ଦ୍ଦେଶକ ।

Post Views4 Total Count

Apply Now


This will close in 0 seconds

error: Content is protected !!