ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ, କହିଲେ ନବୀନଙ୍କ ବଡ଼ ଭାଇ ପ୍ରେମ

ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ, କହିଲେ ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ। ଅପରେଶନ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ପ୍ରତିକ୍ରିୟା ରଖିଛନ୍ତି ପ୍ରେମ୍‌। ସେ ସୁସ୍ଥ ଅଛନ୍ତି । ହସ୍ପିଟାଲରେ ସାମାନ୍ୟ ଚଲାବୁଲା କରୁଛନ୍ତି ବୋଲି ପ୍ରେମ ପଟ୍ଟନାୟକ କହିଛନ୍ତି।

ଅପରେଶନ ନେଇ ପୂର୍ବରୁ ନବୀନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଥିଲେ।

ନବୀନ ତାଙ୍କ ପୋଷ୍ଟରେ ଲେଖଥିଲେ। ଯେ, ସେ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ର ଚିକିତ୍ସା ପାଇଁ ମୁମ୍ବାଇ ଯାଉଛନ୍ତି। ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବେ। ସେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଆ ଭାଇଭଉଣୀଙ୍କ ଶୁଭେଚ୍ଛା କାମନା କରିଥିଲେ।

Post Views7 Total Count

Apply Now


This will close in 0 seconds

error: Content is protected !!