ବାଲେଶ୍ୱର ଏଫଏମ୍ କଲେଜରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ଭୁବନେଶ୍ୱର ଏମ୍ସରେ ମୃତ୍ୟୁ ଘଟିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଥିଲେ ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଥିଲା । ଛାତ୍ରୀଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ରହିଥିଲା । ଏହାସହ ଆଗାମୀ ୨୪ ଘଣ୍ଟା ବେଶ ଗୁରୁତ୍ବପୂର୍ଣ୍ଣ ବୋଲି ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ପୂର୍ବରୁ ସୂଚନା ଦେଇଥିଲେ । ହେଲେ ବର୍ତ୍ତମାନ ଛାତ୍ରୀ ଜଣକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
Related Posts
ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍ର ପ୍ରତିଷ୍ଠାତା ମହିମାନନ୍ଦ ମିଶ୍ରଙ୍କୁ ‘ଆଜୀବନ ସାଧନା ସମ୍ମାନ’
ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍ (ଓଏସଏଲ)ର ପ୍ରତିଷ୍ଠାତା ମହିମାନନ୍ଦ ମିଶ୍ରଙ୍କୁ ସମ୍ମାନଜନକ ‘ଲାଇଫଟାଇମ୍ ଆଚିଭମେଣ୍ଟ ଆୱାର୍ଡ ୨୦୨୩’ ପ୍ରଦାନ କରାଯାଇଛି। କୋଲକାତାରେ…
ଡିସେମ୍ବର ୧୫ରୁ କୋଣାର୍କ ଇକୋ ରିଟ୍ରିଟ୍
ଡିସେମ୍ବର ୧୫ରୁ କୋଣାର୍କ ମେରାଇନ ରୋଡ୍ ସଂଲଗ୍ନ ବେଳାଭୂମିରେ ଆରମ୍ଭ ହେବ ଇକୋ ରିଟ୍ରିଟ୍। ବିଳାସପୂର୍ଣ୍ଣ ଟେଣ୍ଟରେ ତାରକା ହୋଟେଲର…
ୟୁଟିଆଇ ବାଲାନ୍ସଡ୍ ଆଡ୍ଭାଟେଞ୍ଜ ଫଣ୍ଡ୍ ଉନ୍ମୋଚିତ
ୟୁଟିଆଇ ମ୍ୟୁଚୁଆଲ୍ ଫଣ୍ଡ୍ର ନୂତନ ଉତ୍ପାଦ ‘ୟୁଟିଆଇ ବାଲାନ୍ସଡ୍ ଆଡ୍ଭାଟେଞ୍ଜ ଫଣ୍ଡ୍’ର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏ…

