ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳ ଓଡ଼ିଶା ବନ୍ଦ ଡ଼ାକରା ଦେଇଛନ୍ତି। ବାଲେଶ୍ଵର ଏଫଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାକୁ ବିରୋଧ କରି ଏହି ବନ୍ଦ ଡ଼ାକରା ଦିଆଯାଇଛି। ସ୍କୁଲ, କଲେଜ, ଦୋକାନ, ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

This will close in 0 seconds