ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍କାଙ୍କ ସମେତ ୪ ମହାକାଶଚାରୀ

ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟିଛି। ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା। ଶୁଭାଂଶୁଙ୍କ ସମେତ ୪ ମହାକାଶଚାରୀ ପୃଥିବୀ ପୃଷ୍ଠରେ ପହଞ୍ଚିଛନ୍ତି। ମଙ୍ଗଳବାର ଦିନ ୩ଟାରେ କାଲିଫର୍ଣ୍ଣିଆ ତଟବର୍ତ୍ତୀ ପ୍ରଶାନ୍ତ ମହାସାଗରରେ ତାଙ୍କ ଯାନ ସଫଳତାର ସହ ଅବତରଣ କରିଛି।

Post Views5 Total Count

Apply Now


This will close in 0 seconds

error: Content is protected !!