ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ କୋରାପୁଟର ଜୟପୁର ବନଖଣ୍ଡର ଡେପୁଟି ରେଞ୍ଜର ତଥା ଭାରପ୍ରାପ୍ତ ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ଉ କରାଯାଇଛି। ଏପର୍ଯ୍ୟନ୍ତ ତାଙ୍କ ଘରେ ମାଟି ତଳୁ ନଗଦ ସାଢ଼େ ୩ ଲକ୍ଷ ଟଙ୍କା ମିଳିଛି।

ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଜୟପୁରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୬ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୯ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଜୟପୁର ଏବଂ ଭୁବନେଶ୍ୱରର ନିମ୍ନଲିଖିତ ୬ଟି ସ୍ଥାନରେ ଏକକାଳୀନ ଘର ଚଢ଼ଉ କରାଯାଉଛି।

Post Views7 Total Count

Apply Now


This will close in 0 seconds

error: Content is protected !!