RI ପ୍ରିଲିମିନାରୀ ପରୀକ୍ଷା ବାତିଲ

ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ରେଭେନ୍ୟୁ ଇନ୍‌ସ୍ପେକ୍ଟର (RI), ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍‌ସ୍ପେକ୍ଟର (ARI), ଅମିନ ଏବଂ ICDS ସୁପରଭାଇଜର ପଦବୀ ପାଇଁ ଆୟୋଜିତ କମ୍ବାଇନ୍‌ଡ ରିକ୍ରୁଟମେଣ୍ଟ ଏକ୍ସାମିନେସନ (CRE) ୨୦୨୪ର ପ୍ରିଲିମିନାରୀ ପରୀକ୍ଷା ବାତିଲ କରିଛି। ଏନେଇ ଅଡ଼ିଶାର ଆଡ଼ଭୋକେଟ ଜେନେରାଲ (AG) ପିତାମ୍ବର ଆଚାର୍ଯ୍ୟ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି।

ବାତିଲ ପରୀକ୍ଷାର ସ୍ଥାନରେ ୧୫ ଦିନ ଭିତରେ ଏକ ସାନି ପ୍ରିଲିମିନାରୀ ପରୀକ୍ଷା ଆୟୋଜନ କରାଯିବ ବୋଲି OSSSC ଘୋଷଣା କରିଛି।

ତେବେ, ଏହି ପରୀକ୍ଷା ପାଇଁ ପ୍ରାର୍ଥୀଙ୍କୁ ପୁନଶ୍ଚ ଆବେଦନ କରିବାକୁ ପଡ଼ିବ ନାହିଁ, ଏବଂ ପୂର୍ବରୁ ଆବେଦନ କରିଥିବା ସମସ୍ତ ପ୍ରାର୍ଥୀଙ୍କୁ ଏହି ପରୀକ୍ଷାରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିବ।

Post Views47 Total Count

Apply Now


This will close in 0 seconds

error: Content is protected !!